ମେଟ୍ରୋ ଟିଭି ଓଡିଶା,୬/୧: ୨୦୨୨ ଚୂଡାନ୍ତ ଭୋଟର ତାଲିକା ପ୍ରକାଶିତ ହୋଇିଛି ।ଏହି ତାଲିକାନୁସାରେ ରାଜ୍ୟରେ ମୋଟ ୩କୋଟି ୨୯ଲକ୍ଷ ୮୩ହଜାର ୬୪୩ଜଣ ଭୋଟର ଥିବାବେଳେ ସେଥିମଧ୍ୟରୁ ୧କୋଟି ୬୭ଲକ୍ଷ ୯୬ହଜାର ୬୦୩ଜଣ ପୁରୁଷ,ଓ ୧କୋଟି ୬୧ଲକ୍ଷ ୮୩ହଜାର ୮୩୫ଜଣ ମହିଳା ଭୋଟର ଓ ୩ହଜାର ୨୫ଜଣ ତୃତୀୟ ଲିଙ୍ଗ ଭୋଟର ଅଛନ୍ତି।
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଭୋଟର ତାଲିକା-୨୦୨୨ ଅନୁସାରେ ୯ଲକ୍ଷ ୫୦ହଜାର ୭୮୯ ଜଣ ନୂଆ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିବାବେଳେ ୩ଲକ୍ଷ ୪୪ହଜାର ୯୪୪ଜଣ ଭୋଟରଙ୍କ ନାଁ ତାଲିକାରୁ ବାଦ୍ ଦିଆଯାଇଛି। ୨୦୨୧ ମସିହାରେ ପ୍ରକାଶ ପାଇଥିବା ଚୂଡାନ୍ତ ଭୋଟର ତାଲିକାରେ ୧୮ରୁ ୧୯ ବର୍ଷ ବୟସ ବର୍ଗରେ ମୋଟ ୪ଲକ୍ଷ ୧୦ହଜାର ୬୭ ଜଣ ଭୋଟର ସାମିଲ ହୋଇଥିବାବେଳେ ଚଳିତ ବର୍ଷ ବୃଦ୍ଧି ପାଇ ୫ଲକ୍ଷ ୨୩ହଜାର ୭୪୪ରେ ପହଞ୍ଚିଛି। ବର୍ଷକରେ ୪.୩୧ଲକ୍ଷ ଭୋଟର ବଢିଛନ୍ତି।
Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Prev Post