ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଖୁସି ଖବର ଦେଉଛନ୍ତି ରାଜ୍ୟ ସରକାର । ଜନସାଧାରଣଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ପ୍ରତି ଗାଁ’ରେ ସରକାରୀ ବସ ପହଞ୍ଚା ଯାଉଛି । ଏହି କ୍ରମରେ ଆସନ୍ତା ୨୫ ତାରିଖରୁ ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍ ଗଡିବା ନେଇ ସୂଚନା ମିଳିଛି ।ସୂଚନା ଅନୁଯାୟୀ, ଜିଲ୍ଲାର ୧୧ଟି ବ୍ଲକରେ ମୋଟ ୨୯୮ ବସ ରହଣି ସ୍ଥଳ ରହିଥିବା ବେଳେ ଆସନ୍ତା ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏହା ଶୁଭାରମ୍ଭ ହେବ । ଯାହାକୁ ନେଇ ଆଜି ରାୟଗଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କ ଅଧକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଲକ୍ଷ୍ମୀ ବସ ଏବଂ ସମସ୍ତ ରହଣି ସ୍ଥଳରେ ବସ ଅଟକିବା ସହ ଜନସାଧାରଣଙ୍କ ଯାତାୟତରେ ସମ୍ପୁର୍ଣ୍ଣ ସହଯୋଗ କରାଯିବ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post