ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୩୩ତମ ଉଚ୍ଚସ୍ତରୀୟ ମଞ୍ଜୁରୀ କର୍ତ୍ତୃପକ୍ଷ (ଏଚ୍ଏଲ୍ସିଏ) ବୈଠକରେ ୮୪,୯୧୮.୭୫ କୋଟି ଟଙ୍କାର ୧୨ଟି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୪୨,୨୮୧ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଓଡ଼ିଶାକୁ ଗ୍ରିନ୍ ହାଇଡ୍ରୋଜେନ୍ ହବ୍ରେ ପରିଣତ ଲାଗି ଏହି କ୍ଷେତ୍ରରେ ୪ଟି ପ୍ରକଳ୍ପ (କେନ୍ଦ୍ରାପଡ଼ା, ଯାଜପୁର, ରାୟଗଡ଼ା ଓ ମାଲକାନଗିରି)କୁ ମଞ୍ଜୁର କରାଯାଇଛି।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post