ଆସନ୍ତା ଜୁଲାଇ ୮ ତାରିଖରୁ ରତ୍ନଭଣ୍ଡାର ଖୋଲିବା ସହିତ ଅଳଙ୍କାର ଗଣତି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ୨୦ ଦିନ ଧରି ଏହି ଗଣତି ଓ ମଣତି ପ୍ରକ୍ରିୟା ଚାଲିବ। ଏଥିପାଇଁ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ ପଶାୟତ ପୁରୀ ଗସ୍ତରେ ଆସୁଛନ୍ତି। ସେ ଆସନ୍ତା ଜୁଲାଇ ୫ ତାରିଖଠାରୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ରହିବେ। ତେବେ ଭିତର ରତ୍ନଭଣ୍ଡାର ଖୋଲି ଗଣତି ଓ ମଣତି ହେବ କି ଅନ୍ୟ କୌଣସି ଅତ୍ୟାଧୁନିକ ଜ୍ଞାନକୌଶଳ ଆପଣାଇବେ, ସେନେଇ କୌଣସି ସ୍ପଷ୍ଟ ଚିତ୍ର ମିଳିପାରିନି। ଯେହେତୁ ଜଷ୍ଟିସ୍ ପଶାୟତ ପୂର୍ବରୁ ରତ୍ନଭଣ୍ଡାର ଯାଞ୍ଚ କମିଟି ସହ ଆଲୋଚନା ବେଳେ ଏଣ୍ଡୋସ୍କୋପି ଭଳି ପ୍ରକ୍ରିୟା ଗ୍ରହଣ କରିବା ଲାଗି ପ୍ରସ୍ତାବ ଉଠିଥିଲା, ସେ ଦୃଷ୍ଟିରୁ କେମିତି ଅଳଙ୍କାର ଗଣତି ଓ ମଣତି ହେବ, ତାହା ଉପରେ ଶ୍ରୀଜଗନ୍ନାଥ ପ୍ରେମୀଙ୍କର ନଜର ରହିଛି।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post