ଦେଶର ସେୟାର ବଜାରରେ ଖୁଚୁରା ନିବେଶକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛନ୍ତି। ଗତବର୍ଷ ଖୁଚୁରା ନିବେଶକ ସଂଖ୍ୟା (ଡିମାଟ୍ ଆକାଉଣ୍ଟ୍) ୪.୦୩ କୋଟି (୩୧.୨୩ %) ବୃଦ୍ଧି ଘଟିଛି। ଏଥିରେ ୧.୨୮ କୋଟି ନିବେଶକ (୩୨.୧୬%) ନୂଆ ନିବେଶକ ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶରୁ ଆସିଛନ୍ତି। ଆର୍ଥିକ ରୂପେ ପଛୁଆ ବା ‘ବିମାରୁ’ ରାଜ୍ୟ ଭାବେ ଏମାନେ ଜଣାଶୁଣା। ଅନ୍ୟପକ୍ଷରେ ଉନ୍ନତ ରାଜ୍ୟ ତାମିଲନାଡ଼ୁ, କର୍ଣ୍ଣାଟକ, କେରଳ, ତେଲେଙ୍ଗାନାରେ କେବଳ ୫୨.୧୦ ଲକ୍ଷ (୧୨.୯୨%) ନୂଆ ନିବେଶକ ଯୋଡ଼ି ହୋଇଛନ୍ତି।
Trending
- ଚୀନ ଖୋଲାଖୋଲି ପାକିସ୍ତାନ ସପକ୍ଷରେ ଆସିଛି
- ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ,ସୀମାରେ ଗୁଳିବର୍ଷା କରୁଛି ପାକିସ୍ତାନ
- ବନ୍ଦ ହେଲା ଭାରତ-ପାକିସ୍ତାନ ଯୁଦ୍ଧ
- ପାକିସ୍ତାନ ସେନା ପକ୍ଷରୁ ଜମ୍ମୁ-କାଶ୍ମୀରର ରାଜୌରୀରେ ଗୁଳି ମାଡ – ଏଡିଡିସି ରାଜ କୁମାର ଥାପା ମୃତ
- ସବୁ ଆରଡ଼ିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ
- ପଞ୍ଜାବ ସରକାରଙ୍କ ବଡ଼ ନିଷ୍ପତ୍ତି , ସୀମାରେ ନଅଟି ଆଣ୍ଟି ଡ୍ରୋନ ସିଷ୍ଟମ ନିୟୋଜିତ କରିବାକୁ ନିଷ୍ପତ୍ତି
- ଭାରତୀୟ ସେନାର ଆକ୍ରମଣରେ 30 ଆତଙ୍କବାଦୀ ନିହତ
- ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀକାଳୀନ ପରିସ୍ଥିତି ଜାରି, ମସ୍କୋ ଯାଉଥିବା ବିମାନରେ ଧୂଆଁ
- ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବ ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍
- ‘ଦୀଘା ଜଗନ୍ନାଥ ଧାମ’ କୁ ଏତେ ରାଗ କଣ ପାଇଁ କହି ବିଜେପିକୁ ହାୱଡାରୁ ଟାର୍ଗେଟ୍ କରିଛନ୍ତି ମମତା
Prev Post
Next Post