ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୭୯ (୭୯.୪୯) ପଏଣ୍ଟ ଖସି ୬୫,୯୪୫ (୬୫,୯୪୫.୪୭) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ୧୦ (୯.୮୫) ପଏଣ୍ଟ ହ୍ରାସ ଘଟି ୧୯,୬୬୫(୧୯,୬୬୪.୭୦) ଅଙ୍କରେ କାରବାର ବନ୍ଦ କରିଥିଲା। ଉଲ୍ଲେଖଯୋଗ୍ୟ, ବିଏସ୍ଇର ମିଡ୍କ୍ୟାପ୍ ଓ ସ୍ମଲ୍କ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍ଏସ୍ଇ ନିଫ୍ଟି ମିଡ୍ କ୍ୟାପ୍, ସ୍ମଲ୍ କ୍ୟାପ୍ ଏବଂ ବ୍ୟାଙ୍କ ଶେୟାରଗୁଡିକରେ ମଧ୍ୟ କାରବାର ଭିନ୍ନ ରହିଥିବାବେଳେ ସେକ୍ଟୋରାଲ ଇଣ୍ଡେକ୍ସର ମଧ୍ୟ କାରବାର ହ୍ରାସ ଘଟିଛି।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
Next Post