ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ଗୁରୁବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୬୧୦(୬୧୦.୩୭) ପଏଣ୍ଟ ଖସି ୬୫,୫୦୮ (୬୫,୫୦୮.୩୨) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୧୯୩ (୧୯୨.୯୦) ପଏଣ୍ଟ ହ୍ରାସ ଘଟି ୧୯,୫୨୪ (୧୯,୫୨୩.୫୫) ଅଙ୍କରେ କାରବାର ବନ୍ଦ କରିଥିଲା। ଉଲ୍ଲେଖଯୋଗ୍ୟ, ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲ୍କ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍ଏସ୍ଇ ନିଫ୍ଟି ମିଡ୍କ୍ୟାପ୍, ସ୍ମଲ୍ କ୍ୟାପ୍ ଏବଂ ବ୍ୟାଙ୍କ ଶେୟାରଗୁଡିକରେ ମଧ୍ୟ କାରବାର ହ୍ରାସ ହୋଇଥିବାବେଳେ ସେକ୍ଟୋରାଲ ଇଣ୍ଡେକ୍ସର ମଧ୍ୟ କାରବାର ହ୍ରାସ ଘଟିଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post