ଭାରତୀୟ ଷ୍ଟକ ବଜାର ରେ ବୃଦ୍ଧି ଘଟିଛି । ବମ୍ବେ ଷ୍ଟକ ଏକ୍ସଚେଞ୍ଜ ସୂଚକାଙ୍କ ସେନସେକ୍ସ ଆଜି ୦.୦୬ ପ୍ରତିଶତ ବା ୫୧.୬୯ ପଏଣ୍ଟ ବୃଦ୍ଧି ସହ ୮୦,୭୧୬ରେ ବନ୍ଦ ହୋଇଛି। ଆଜି କାରବାର ସମୟରେ ସେନସେକ୍ସ ୮୦,୮୯୮.୩୦ ପଏଣ୍ଟର ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ବଜାର ବନ୍ଦ ହେବା ବେଳକୁ ସେନସେକ୍ସର ୩୦ଟି ଷ୍ଟକ ମଧ୍ୟରୁ ୧୮ଟି ବଜାର ସବୁଜ ସଙ୍କେତରେ ବନ୍ଦ ହୋଇଥିବା ବେଳେ ୧୨ଟି ସେୟାର ହ୍ରାସ ପାଇଥିଲା। ସେହିପରି ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜର ସୂଚକାଙ୍କ ନିଫ୍ଟି ଆଜି ୦.୧୧ ପ୍ରତିଶତ ବା ୨୬.୩୦ ପଏଣ୍ଟ ବୃଦ୍ଧି ସହ ୨୪,୬୧୩ରେ ବନ୍ଦ ହୋଇଛି। ନିଫ୍ଟି ମଧ୍ୟ ଆଜି ୨୪,୬୬୧.୨୫ ପଏଣ୍ଟର ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲା। ବଜାର ବନ୍ଦ ହେବା ବେଳକୁ ନିଫ୍ଟିର ୫୦ଟି ଷ୍ଟକ ମଧ୍ୟରୁ ୨୮ଟି ସବୁଜ ରଙ୍ଗରେ ଥିବା ବେଳେ ୨୨ଟି ଷ୍ଟକ ରେଡ୍ ମାର୍କରେ ଥିଲା। ଗତକାଲି ଅର୍ଥାତ୍ ସୋମବାର ମଧ୍ୟ ସେନସେକ୍ସ ଓ ନିଫଟି ଐତିହାସିକ ଉଚ୍ଚତା ସହ ବନ୍ଦ ହୋଇଥିଲା ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post