ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନସେକ୍ସ ମଙ୍ଗଳବାର ଏକ ଗୁରୁତ୍ବପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରି ପ୍ରଥମ ଥର ପାଇଁ ୭୫ ହଜାର ପଏଣ୍ଟରୁ ଉପର ସ୍ତରରେ ବନ୍ଦ ହୋଇଛି। ଅବଶ୍ୟ କାରବାର ଶେଷ ବେଳକୁ ସେହି ସ୍ତରକୁ ବଜାୟ ରଖିବାରେ ସେନ୍ସେକ୍ସ ବିଫଳ ହୋଇଥିଲା। କାରବାର ଶେଷରେ ୫୯ ପଏଣ୍ଟ ହ୍ରାସ ସହ ସେନ୍ସେକ୍ସ ୭୪,୬୮୩ ପଏଣ୍ଟରେ ବନ୍ଦ ହୋଇଥିବା ବେଳେ ନ୍ୟାସନାଲ୍ ଷ୍ଟକ ଏକ୍ସଚେଞ୍ଜ୍ର ନିଫ୍ଟି ୨୪ ପଏଣ୍ଟ ହ୍ରାସ ସହ ୨୨,୬୪୨ ପଏଣ୍ଟରେ ବନ୍ଦ ହୋଇଛି।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା