କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷ କରି ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୯୦(୮୯.୮୩) ପଏଣ୍ଟ ବଢି ୭୩,୭୩୮(୭୩,୭୩୮.୪୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୩୨(୩୧.୬୦) ପଏଣ୍ଟ ବୃଦ୍ଧି ଘଟି ୨୨,୩୬୮(୨୨,୩୬୮.୦୦) ଅଙ୍କରେ କାରବାର ବନ୍ଦ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡ୍କ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ
Prev Post
Next Post