ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାରର ନିବେଶକଙ୍କ ମନରେ ଉତ୍ସାହ ପରିଲିକ୍ଷିତ ହୋଇଛି। ଶୁକ୍ରବାର ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୩୧୯.୬୩ ପଏଣ୍ଟ ବଢି ୬୭,୮୩୮.୬୩ ଅଙ୍କରେ କାରବାର ବନ୍ଦ କରିଥିଲା ବେଳେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୮୯.୨୫ ପଏଣ୍ଟ ବୃଦ୍ଧି ଘଟି ୨୦,୧୯୨.୩୫ଅଙ୍କରେ କାରବାର ବନ୍ଦ ହୋଇଥିଲା।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
Prev Post
Next Post