ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୫୭ (୫୬.୯୯) ପଏଣ୍ଟ କମି ୭୯,୬୪୯ (୭୯,୬୪୮.୯୨) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସଇ)ର ନିଫ୍ଟି-୫୦ରେ ମଧ୍ୟ ୨୦ (୨୦.୫୦) ପଏଣ୍ଟ ହ୍ରାସ ଘଟି ୨୪,୩୪୭(୨୪,୩୪୭.୦୦) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା