ଟ୍ରେଡରେ ସବୁଠୁ ଖରାପ ପ୍ରଦର୍ଶନ କରିଛି ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ-BSE। ମାର୍କେଟ ଖୋଲିବା ପରେ ଏବେ ସେନସେକ୍ସ ୨୬ ଶହ ଖସିଥିବା ବେଳେ ନିଫଟି ପ୍ରାୟ ୮୦୦ ପଏଣ୍ଟ ଖସିଛି। କୁହାଯାଉଛି ଏହା ସିଜନ୍ ର ସବୁଠୁ ଖରାପ ପ୍ରଦର୍ଶନ କରିଛି ଷ୍ଟକ୍ ଏକସଚେଞ୍ଜ। ଫଳରେ ଅନେକ ଗୁଡ଼ିଏ ଲାଭ ଦାୟକ କମ୍ପାନୀର ସେୟାରର ଦର ବି ଖସି ଯାଇଛି। ଭାରତୀୟ ସେୟାର ବଜାରରେ ପଡ଼ିଛି। ସୋମବାର ଭାରତୀୟ ଷ୍ଟକ୍ ମାର୍କେଟ ଖୋଲିବା ମାତ୍ରରେ ବଡ଼ ଝଟକା ଲାଗିଥିଲା । ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ୩୦ଟି ସେୟାର ଯୁକ୍ତ ସେନ୍ସେକ୍ସ ସେନ୍ସେକ୍ସ ୧୫୦୦ ପଏଣ୍ଟ ହ୍ରାସ ପାଇ ୮୦,୦୦୦ ତଳକୁ ଖସି ପଡିଛି। ସେହିପରି ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ମଧ୍ୟ ପ୍ରାୟ ୫୦୦ ପଏଣ୍ଟ ହ୍ରାସ ପାଇଛି।ସେନ୍ସେକ୍ସ ୧୬୨୭ ପଏଣ୍ଟ ସହ ୨.୦୧% ଖସି ୭୯ ହଜାର ୩୫୪ ଓ ନିଫ୍ଟି ୫୦୨ ଅଙ୍କ ସହ ୨.୦୩ % ଖସି ୨୪ ହଜାର ୨୧୫ରେ ପହଞ୍ଚିଛି। ଏହି ବିରାଟ ହ୍ରାସର କିଛି ମିନିଟ୍ ମଧ୍ୟରେ ଷ୍ଟକ୍ ମାର୍କେଟର ନିବେଶକମାନଙ୍କର ପ୍ରାୟ ୧୦ ଲକ୍ଷ କୋଟି ବୁଡି ଯାଇଛି। ଫଳରେ ଅନେକ ଗୁଡ଼ିଏ ଲାଭ ଦାୟକ କମ୍ପାନୀର ସେୟାର ଦର ବି ଖସି ଯାଇଛି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post