Browsing Tag

#150feetwide

ସେନା ଦିବସରେ ବର୍ଡରରେ ଉଡିଲା ଖଦି ତ୍ରିରଙ୍ଗା

ମେଟ୍ରୋ ଟିଭି ଓଡିଶା,୧୬/୧: ଗତକାଲି ସାରା ଦେଶରେ ପାଳନ ହେଉଥିଲା ଭାରତୀୟ ସେନା ଦିବସ । ଏହି ସମୟରେ ରାଜସ୍ଥାନର ଜେସଲମେରରେ ୨୨୫ ଫୁଟ ଲମ୍ବା ଏବଂ ୧୫୦ ଫୁଟ ଚଉଡ଼ାର ତ୍ରିରଙ୍ଗା ଉଡୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ସବୁଠୁ ବଡ଼ କଥା ହେଉଛି ଏହା ଦେଶର ୩ୟ ବୃହତ୍ତମ ଖଦି ତ୍ରିରଙ୍ଗା ।