ପ୍ରଧାନମନ୍ତ୍ରୀ ୯୧ ଏଫ୍ଏମ୍ ଟ୍ରାନ୍ସମିଟର ଉଦ୍ଘାଟନ କରିବେ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୯୧ ଏଫ୍ଏମ୍ ରେଡିଓ ଟ୍ରାନ୍ସମିଟରକୁ ଉଦ୍ଘାଟନ କରିବେ । ଭିଡିଓ କନ୍ଫରେନ୍ସି ବ୍ୟବସ୍ଥାରେ ଏହି ଉଦ୍ଘାଟନ କାର୍ଯ୍ୟ ସମ୍ପାଦିତ ହେବ । ଉଦ୍ଘାଟିତ ହେବାକୁ ଥିବା ପ୍ରତ୍ୟେକ ଏଫଏମ୍ ଟ୍ରାନ୍ସମିଟରର କ୍ଷମତା…