ମହିଳାଙ୍କୁ ଏସିଡ ମାଡ କଲେ ଦୃବୁର୍ତ୍ତ
କଟକ: ମହିଳାଙ୍କୁ ଏସିଡ ମାଡ କରି ଫେରାର ହୋଇଯାଇଛନ୍ତି ଦୃବୁର୍ତ୍ତ । ଆଠଗଡ-ତିଗିରିଆ ନୂଆପାଟଣାରେ ଜଣେ ମହିଳାଙ୍କୁ ସକାଳୁ ଏସିଡ ମାଡ଼ କରାଯାଇଛି । ଆଜି ଭୋର ୪ଟା ରେ ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି । ମହିଳା ଜଣଙ୍କ ଘରୁ ବାହାରକୁ ଆସିବା କ୍ଷଣି ହଠାତ୍ ତାଙ୍କୁ କେହି ଦୃବୁର୍ତ୍ତ ଏସିଡ!-->…