୬୪ ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲା । ୪୬ ଜଣଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ
ରାଜ୍ୟରେ କେଉଁ ବିଧାୟକଙ୍କ ବିରୋଧରେ କେତେ ଅପରାଧିକ ମାମଲା ରହିଛି, ତାର ରିପୋର୍ଟ ପ୍ରକାଶ କରିଛି ଆସୋସିଏସନ ଫର ଡେମୋକ୍ରେଟିକ ରିଫର୍ମ ବା ଏଡିଆର । ଏହି ରିପୋର୍ଟ ଅନୁସାରେ ଓଡ଼ିଶାର ୪୪ ପ୍ରତିଶତ ଅର୍ଥାତ ୬୪ ଜଣଙ୍କ ବିଧାୟକଙ୍କ ବିରୋଧରେ ରହିଛି ଅପରାଧିକ ମାମଲା । ଓଡ଼ିଶାର ୧୪୫…