ଅମରନାଥର ପବିତ୍ର ଗୁମ୍ଫା ମନ୍ଦିର ନିକଟରେ ବାଦଲଫଟା ବର୍ଷା
ଜମ୍ମୁ- କଶ୍ମୀର ଅମରନାଥର ପବିତ୍ର ଗୁମ୍ଫା ମନ୍ଦିର ନିକଟରେ ବାଦଲଫଟା ବର୍ଷା ହୋଇ ପ୍ରାୟ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ 40ରୁ ଅଧିକ ତୀର୍ଥଯାତ୍ରୀ ନିଖୋଜ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ । ଉଦ୍ଧାର କାର୍ଯ୍ୟରେ ପୁଲିସ, ଏନଡିଆରଏଫ ଓ ଭାରତୀୟ ସେନା ଲାଗିପଡ଼ିଛି। ପ୍ରବଳ ପାଣି…