ଡେଲ୍ଟା ନୁହେଁ ଆମେରିକାରେ ଓମିକ୍ରନରେ ଅଧିକ ମୃତ୍ୟୁ
ମେଟ୍ରୋ ଟିଭି ଓଡିଶା,୩୦/୧ : କରୋନା ମହାମାରୀ ଦୁଇବର୍ଷ ଲୋକଙ୍କ ନିଦ ହଜାଇ ଦେଇଥିଲା । ନିଜ ଆତ୍ମୀୟ ଲୋକଙ୍କୁ ବି ଛୁଇଁବା ପାଇଁ ଡର ଲାଗୁଥିଲା । କାରଣ ବାହାରେ ରହୁଥିବା ପରିବାର ବର୍ଗଙ୍କ ଠାରୁ ସାମାଜିକ ଦୂରତା ରଖିବାକୁ ପଡୁଥିଲେ । ସେତେବେ ଲୋକେ ଲକଡାଉନ ସଟଡାଉନରେ ଛନ୍ଦି ହୋଯାଇଥିଲେ ।!-->…