Browsing Tag

#amit shah

ଆସନ୍ତା୨୮ରେ ସମ୍ବଲପୁର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆସନ୍ତା୨୮ରେ ସମ୍ବଲପୁର ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗସ୍ତ ବେଳେ ଛବିଲ ସାଏଙ୍କୁ ନେଇ ଏକ ପୁସ୍ତକ ଉନ୍ମୋଚନ କରିବା ସହ ଅନେକ ବିକାଶ ମୂଳକ କାର୍ଯ୍ଯର ଉଦଘାଟନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ।  ୩୦ ଡିସେମ୍ବରରେ…

ଡିଜିପି ସମ୍ମିଳନୀରେ ଯୋଗଦେବେ ମୋଦୀ ଓ ସାହା

ଆସନ୍ତକାଲିଠୁ ଭୁବନେଶ୍ବରରେ ତିନି ଦିନିଆ ଡିଜିପି ସମ୍ମିଳନୀ । ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ କନଭେନସନ୍ ସେଣ୍ଟର ଏବଂ ରାଜ୍ୟ ଅତିଥି ଭବନରେ ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ…

ତାଜ ହୋଟେଲ ଆକ୍ରମଣକୁ ପୁରିଲା ୧୬ବର୍ଷ : ବର୍ଷିଲେ ଶାହା

ସାରା ଦେଶ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବରେ ସ୍ମରଣ କରାଯାଉଥିବାବେଳେ ଅନ୍ୟ ପଟେ ଏହି ତାରିଖ ସହିତ ଜଡିତ ଏକ ଅନ୍ଧକାର ଦିନ ଅଛି ଯାହାକୁ ଭାରତର ଲୋକମାନେ ଭୁଲିବେ ନାହିଁ। ଆଜ୍ଞା ଆମେ ୨୬ନଭେମ୍ବର ୨୦୦୮ରେ ମୁମ୍ବାଇରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ବିଷୟରେ କହୁଛୁ। ଆଜି ଦେଶ ଏହି…

ମହାରାଷ୍ଟ୍ରରେ ବିଜେପିର ସଙ୍କଳ୍ପପତ୍ର ଜାରି କଲେ କେନ୍ଦ୍ର ଗୃହମନ୍ତ୍ରୀ

ମହାରାଷ୍ଟ୍ରରେ ବିଜେପିର ସଙ୍କଳ୍ପପତ୍ର ଜାରି କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଚାଷୀଙ୍କ ପାଇଁ ଋଣରେ ଛାଡ଼ ଘୋଷଣା କରିବ ବିଜେପି । ବଭନ୍ତର ଯୋଜନା ମଧ୍ୟରେ କୃଷକମାନଙ୍କୁ ମିଳିବ କ୍ଷତିପୂରଣ । ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ପେନ୍ସନ୍ ସ୍କିମ୍ ମାସକୁ 15 ଶହରୁ 21 ଶହ ଟଙ୍କାକୁ ବୃଦ୍ଧି…

ଆତଙ୍କବାଦ ଦମନ ପାଇଁ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ବଡ ପଦକ୍ଷେପ

ଆତଙ୍କବାଦ  ମୁକାବିଲା ଦିଗରେ ଟେକନୋଲୋଜିର ବ୍ୟବହାରକୁ ନେଇ 'Anti-Terror Conference-2024 ରେ କହିଛନ୍ତି ଶାହା। ଆତଙ୍କବାଦୀଙ୍କ ମୁକାବିଲା କରିବା ପାଇଁ ସୁରକ୍ଷାବଳକୁ ଟେକନୋଲୋଜି ବଳ ଦେବ।  ଆକ୍ରମଣ ପୂର୍ବରୁ ଏହି ଟେକନୋଲୋଜି ଦ୍ବାରା ସେମାନଙ୍କ ପ୍ଳାନକୁ ଜାଣିହେବ । ଯଦି ଆମକୁ…

ଶାହଙ୍କୁ ଟାର୍ଗେଟ କଲେ କେଜ୍ରିୱାଲ

ଦିଲ୍ଲୀରେ ବଢୁଥିବା ଅପରାଧ ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। କେଜ୍ରିୱାଲ ସିଧାସଳଖ କେନ୍ଦ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଦିଲ୍ଲୀରେ ଲୋକମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି।ଆଇନ ଏବଂ…

ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏକ ସ୍ୱତନ୍ତ୍ର ବିମାନରେ ଆସି ରାତିରେ  ଭୁବନେଶ୍ବରରେ ପହଞ୍ଚିଛନ୍ତି। ୨ ଦିନିଆ ଓଡିଶା ଗସ୍ତରେ ଆସିଥିବା ଅମିତ ଶାହା ଏହି ଅବସରରେ ଆୟୋଜିତ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ ।  ରାତି ପାଖାପାଖି ୧୧ଟା ୫୦ରେ ବିମାନ ବନ୍ଦରରେ ପହଞ୍ଚିଥିଲେ ଶାହା । ବିମାନ…

ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ରାଷ୍ଟ୍ରୀୟ ଅଧ୍ୟକ୍ଷ  ଅମିତ ଶାହ ।    ରାତ୍ରିରେ ଅମିତ ଶାହ ଦିଲ୍ଲୀରୁ ବିମାନ ଯୋଗେ ଆସି ଭୁବନେଶ୍ୱରରେ ପଂହଚିବେ । ଶନିବାର ଦିନ ସକାଳେ ଅମିତ ଶାହ  ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ଅମିତ…