ବଚ୍ଚନଙ୍କ ଘରେ କରୋନା
ମେଟ୍ରୋ ଟିଭି ଓଡିଶା,୬/୧: ଅମିତାଭ ବଚ୍ଚନଙ୍କ ମୁମ୍ବାଇସ୍ଥିତ ବାସଭବନ ‘ଜଲ୍ସା’ରେ କାର୍ୟ୍ୟରତ ଜଣେ ସହାୟକ କୋଭିଡ୍-୧୯ ପଜିଟିଭ୍ ହୋଇଛନ୍ତି । ଜାନୁଆରି ୨ ତାରିଖ ରବିବାର ଦିନ ବଚ୍ଚନଙ୍କର ‘ପ୍ରତୀକ୍ଷା’ ଏବଂ ‘ଜଲ୍ସା’ ବଙ୍ଗଳାର ୩୧ଜଣ ସହାୟକଙ୍କ ନମୁନା ପରୀକ୍ଷା କରାଯିବା ପରେ ମାତ୍ର!-->!-->!-->…