ଡିସେମ୍ବର ୧୨ ରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ବାର୍ଷିକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୨ ଡିସେମ୍ବର, ୨୦୨୩ ଅପରାହ୍ନ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଗ୍ଲୋବାଲ ପାର୍ଟନରସିପ୍ ଅନ୍ ଆର୍ଟିଫିସିଆଲ୍ଇଣ୍ଟେଲିଜେନ୍ସ ଉପରେବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀ କୁ ଉଦ୍ଘାଟନ କରିବେ । ଜିପିଏଆଇ ହେଉଛି ୨୯ଟି ସଦସ୍ୟ - ଦେଶ ସହିତ…