Browsing Tag

Astrology

ଜାଣନ୍ତୁ ଆଜିର ରାଶିଫଳ

ମେଷ : ପାରିବାରିକ କ୍ଷେତ୍ରରେ ଅର୍ଥସଂକଟ ଦେଖାଦେବ। ସ୍ଥଗିତ କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟୀ ମାନଙ୍କୁ ବ୍ୟବସାୟରେ ବହୁତ ଲାଭ ହୋଇପାରେ । ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ପରିବର୍ତ୍ତନ ପାଇଁ ଚେଷ୍ଟା କରିପାରନ୍ତି। ବୃଷ : ପ୍ରତିବନ୍ଧକ ଓ ପ୍ରତିରୋଧ କାରଣରୁ…

ଜାଣନ୍ତୁ କେଉଁ ରାଶିରେ ବ୍ୟବସାୟ କ୍ଷେତ୍ରରେ ସୁଫଳ ମିଳିବ ?

ମେଷ : ଆଜି ଗଜକେଶରୀ ଯୋଗ ହେତୁ କାର୍ଯ୍ୟସିଦ୍ଧି, ବନ୍ଧୁମିଳନ ସାଙ୍ଗକୁ ଆନନ୍ଦ ଉଲ୍ଲାସ ମଧ୍ୟରେ ଦିନଟି କଟାଇବେ। ଭୂମି ସମ୍ବନ୍ଧିତ ପ୍ରତ୍ୟେକ କର୍ମ ଓ ପଦାର୍ଥ, କର୍ମକ୍ଷେତ୍ର, ସ୍ବାସ୍ଥ୍ୟ ଉନ୍ନତ ସ୍ଥିତିରେ ରହିବ। ସୀମାହୀନ ଧୈର୍ଯ୍ୟ ପ୍ରଭାବରେ ଅସାଧ୍ୟ ସାଧନ କରିବେ। ଶତ୍ରୁତା କରୁଥିବା…

ଜାଣନ୍ତୁ କେଉଁ ରାଶିକୁ ଲାଭ ପ୍ରାପ୍ତି ହେବ ?

ମେଷ : ଆଜି ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଲାଗି ରହିବ। କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିପାରେ। ଆର୍ଥିକ ସଂକଟ ରହିଥିଲେ ମଧ୍ୟ ସରକାରୀ ସ୍ତରରୁ ସାହାଯ୍ୟ ନିଶ୍ଚିତ ପାଇବେ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ବିବାଦଗ୍ରସ୍ତ ହୋଇପାରନ୍ତି।…

ଜାଣନ୍ତୁ କେଉଁ ରାଶିକୁ ଆଜି ବେଶି ସଫଳତା ମିଳିବ ?

ମେଷ : ଗତକାଲି ପରି ଆଜିର ପରିସ୍ଥିତିରେ କୌଣସି ପରିବର୍ତ୍ତନ ସୂଚନା ନାହିଁ। ଉପସ୍ଥିତବୁଦ୍ଧି ଅନ୍ୟମାନଙ୍କୁ ଆପଣାର କରିବାରେ ସହାୟକ ହେବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତି ନେବା ଭଲ। କୌଣସି ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ଆଜିର ଚନ୍ଦ୍ର ମଙ୍ଗଳ ଯୋଗ ହେତୁ ପାରିବାରିକ ଓ କର୍ମକ୍ଷେତ୍ରରେ ସନ୍ତୋଷଜନକ ଫଳ ପାଇବେ। ଘରକୁ ନୂଆ ବନ୍ଧୁ ଆସିବେ, ସାମାଜିକ ସମ୍ମାନ ସହ ଆର୍ଥିକ ସ୍ଥିତି ଭଲ ରହିବ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି, ଶିକ୍ଷା, ପରୀକ୍ଷା ସାଙ୍ଗକୁ ସମ୍ପର୍କରେ ଫାଟ ସୃଷ୍ଟି ଆଶଙ୍କା ରହିଛି। ବନ୍ଧୁଙ୍କ ସହ…

ଜାଣନ୍ତୁ କେଉଁ ରାଶିରେ ଆଜି କଣ ରହିଛି ଭାଗ୍ୟ ?

ମେଷ : ଆଜି ଭାଗ୍ୟସ୍ଥାନ ଦୃଷ୍ଟ ଚନ୍ଦ୍ର ଆପଣଙ୍କ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ସରସ କରିବ। ଜଣେ ବନ୍ଧୁ ଆସିବେ କିନ୍ତୁ ଫେରିବା ସମୟକୁ ମନଦୁଃଖ କରି ଅନୁରୋଧପୂର୍ଣ୍ଣ କଥା କହି ବିଦାୟ ନେବେ। ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବ। ବ୍ୟବସାୟ, ପରିବହନ, ନିର୍ମାଣ, ଆଇନ କ୍ଷେତ୍ରରେ…

ଜାଣନ୍ତୁ କେଉଁ ରାଶିକୁ ବାଣିଜ୍ୟ କ୍ଷେତ୍ରରେ ସୁଫଳ ମିଳିବ ?

ମେଷ : ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ, କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଗୃହ ସମସ୍ୟା, ଭୂମି, ଗାଡ଼ିମୋଟର ସମ୍ପର୍କିତ ପ୍ରତିବନ୍ଧକ ଲାଗି ରହିବ। ଧାର କରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ସାହିତ୍ୟ, କ୍ରୀଡ଼ା…

ଜାଣନ୍ତୁ କେଉଁ ରାଶିରେ ଆଜି ଅର୍ଥଲାଭ ହେବ ?

ମେଷ : ଆଜି ଏକାଦଶ ଭାବରେ ଶନି ସହ ଚନ୍ଦ୍ରଙ୍କ ସଂଯୋଗ ରାଶ୍ୟାଧିପ ମଙ୍ଗଳଙ୍କ ନୀଚତ୍ୱ କାରଣରୁ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ବନ୍ଧୁଙ୍କ ସ୍ମୃତିଚାରଣ, ଆନୁଷ୍ଠାନିକ କାମ ସକାଶେ ଉସତ୍ାହିତ ରହିବେ। କିନ୍ତୁ ପାରିବାରିକ କଳହ, ଲୋକ ସମ୍ପର୍କ ଦିଗରୁ ବ୍ୟତିକ୍ରମର ସାମ୍ନା…

ଆଜିର ରାଶିଫଳ

ମେଷ : ଆଜି ପ୍ରିୟଜନମାନଙ୍କ ସାନ୍ନିଧ୍ୟ ସାଙ୍ଗକୁ ପାରିବାରିକ ସମ୍ପର୍କ ଅତୁଟ ରହିବ। ଦ୍ୱିଜା ନକ୍ଷତ୍ର ସକାଶେ ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ସୁଖି…

ଜାଣନ୍ତୁ ଆଜି କେଉଁ ରାଶିକୁ ମିଳିବ ଶୁଭଫଳ ?

ମେଷ : ଆଜି ବିଳାସକାରକ ଶୁକ୍ରଙ୍କ ସହ ଚନ୍ଦ୍ର ଅବସ୍ଥାନ କରି ପାରିବାରିକ ଜୀବନକୁ ରସାଣିତ କରିବେ। ବନ୍ଧୁ ସମ୍ପର୍କରେ ଉନ୍ନତି, ବସ୍ତ୍ରଭୂଷଣ ପ୍ରାପ୍ତିରୁ ଖୁସି ରହିବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କିଛି କରିପାରିବେ ନାହିଁ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ…