ଓଲିଉଡ ପୁରସ୍କାର ମହୋତ୍ସବ, ଦୁବାଇରେ ବ୍ୟାପକ ପ୍ରସ୍ତୁତି
ଭୁବନେଶ୍ୱର: ଦୁବାଇ ଠାରେ ଅନୁଷ୍ଠିତ ହେବାକୁ ଯାଉଥିବା ଓଲିଉଡ ପୁରସ୍କାର ମହୋତ୍ସବ ପାଇଁ ପହଞ୍ଚିଛନ୍ତି ଓଡ଼ିଆ କଳାକାର । ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ପ୍ରଥମ ଥର ପାଇଁ ଦେଶ ବାହାରେ ଆର୍ ଆର୍ ଇଭେଣ୍ଟସ୍ ଏଣ୍ଡ ସିନେ ପ୍ରଡ଼କ୍ସନ ଏବ ୟୁଏଇ ଓଡ଼ିଶା ସମାଜର ସଂଯୁକ୍ତ ଆନୁକୂଲ୍ୟରେ ଏହି ବିଶାଳ…