ଆଜି ଅଷ୍ଟ୍ରେଲିଆ-ଶ୍ରୀଲଙ୍କା ମୁକାବିଲା
ଲକ୍ଷ୍ନୌ: ବିଶ୍ବକପ୍ରେ ଅଷ୍ଟ୍ରେଲିଆ ଓ ଶ୍ରୀଲଙ୍କା ଆଜି ଲକ୍ଷ୍ନୌରେ ମୁହାଁମୁହିଁ ହେବେ। ଉଭୟ ଦଳ ଏପର୍ଯ୍ୟନ୍ତ ବିଜୟର ସ୍ବାଦ ଚାଖି ନାହାନ୍ତି। ଏକନା ଷ୍ଟାଡିୟମରେ ଉଭୟ ଦଳ ପ୍ରଥମ ବିଜୟ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବେ । ଅଷ୍ଟ୍ରେଲିଆ ଦଳ ଭାରତ ଓ ଦକ୍ଷିଣ ଆଫ୍ରିକାଠୁ ହାରି ବିଯୁକ୍ତ…