Browsing Tag

Ayushman Yojana

ଅକ୍ଟୋବର ୨୯ରେ ଓଡ଼ିଶାବାସୀଙ୍କ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଖୁବ୍‌ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ…