ବାବା ସିଦ୍ଦିକିଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ
ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ଘଟଣାରେ ମୁମ୍ବାଇର କ୍ରାଇମବ୍ରାଞ୍ଚ ଟିମର ଛାନଭିନ୍। ବର୍ତ୍ତମାନ ସୁଦ୍ଧା ୩ ଗିରଫ, 28 ଗୁଳି ଜବତ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅନ୍ତିମ ଶୋଭାଯାତ୍ରାରେ ସାମିଲ ହେଲେ ଅନେକ ରାଜନେତା…