ମହାପ୍ରଭୁଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ନିଯୋଗକୁ ପୁଣିଥରେ ନିର୍ଦ୍ଦେଶ ଜାରି
ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଦୀର୍ଘ ବର୍ଷ ହେଲା ବୁଧବାର ହେଉଛି । ଚଳିତବର୍ଷ ରଥଯାତ୍ରା ପରେ ନିର୍ଦ୍ଧାରିତ ବୁଧବାର ଜୁଲାଇ ୧୨ତାରିଖରେ ବନକଲାଗି ନକରିବାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ୧୮ ତାରିଖରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ସେବକମାନଙ୍କ ସହ…