ରାଜ୍ୟରେ ସବୁ ଡ୍ୟାନ୍ସ ବାର ରେ ଝୁଲିବା ତାଲା
ରାଜ୍ୟ ରେ ସବୁ ଡ୍ୟାନ୍ସ ବାର ରେ ପଡିବ ତାଲା ଆଉ ଚାଲିପାରିବ ନାହିଁ ଡ୍ୟାନ୍ସ ବାର । ଶିକ୍ଷାନୁଷ୍ଠାନ ଓ ଧର୍ମାନୁଷ୍ଠାନ ପାଖରେ ଥିବା ମଦ ଦୋକାନଗୁଡ଼ିକୁ ବି ବନ୍ଦ କରାଯିବ । ରାଜ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।ରାଜ୍ୟ ଅବକାରୀ…