ବଜାରରେ ମିଳିବ କୋଭିଡ ଭାକ୍ସିନ୍
ମେଟ୍ରୋ ଟିଭି ଓଡିଶା,୨୮/୧ : ଏବେ ମାର୍କେଟରେ ଉପଲବ୍ଧ ହେବ କୋଭାକ୍ସିନ୍ ଓ କୋଭିସିଲ୍ଡ ଟିକା । ବଜାରରେ ବିକ୍ରି ପାଇଁ ସର୍ତ୍ତମୂଳକ ଅନୁମତି ଦେଇଛି ଡ୍ରଗ୍ସ କଣ୍ଟ୍ରୋଲର ଅଫ ଇଣ୍ଡିଆ ବା ଡିସିଜିଆଇ । କିନ୍ତୁ ମେଡିସିନ୍ ଷ୍ଟୋରରେ ମିଳିବ ନାହିଁ କରୋନା ଟିକା । ଘରୋଇ ହସ୍ପିଟାଲ ଓ କ୍ଲିନିକ!-->…