Browsing Tag

#bhitarkanika

ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ଆଜିଠୁ ୩ମାସ ଧରି ପର୍ଯ୍ୟଟକଙ୍କ ପାଇଁ  ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ କରାଯାଇଛି। ଏହି ସମୟରେ କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି।  ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା…

ବିଦେଶୀ ପକ୍ଷୀଙ୍କ କିଚିରିମିଚିରିରେ କମ୍ପୁଛି ଭିତରକନିକା

ମେଟ୍ରୋ ଟିଭି ଓଡିଶା,୧୪/୧: ବିଦେଶୀ ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଭିତରକନିକା । ଏବେ ଏହି ପକ୍ଷୀ ମାନଙ୍କର ଗଣନା କରାଯାଉଛି । ଭିତରକନିକାରେ ବଢ଼ିଛି ପକ୍ଷୀ ସଂଖ୍ୟା। ଭିତରକନିକା ଜାତୀୟ ଉଦ୍ୟାନ ଓ ରାଜନଗର ବନଖଣ୍ଡରେ ଚଳିତବର୍ଷର ବିଦେଶାଗତ ପକ୍ଷୀ ଗଣନା ଶେଷ ହୋଇଛି । ମୋଟ ୧ଲକ୍ଷ ୩୮

ଭିତରକନିକାରେ ଆର୍କଷଣର କେନ୍ଦ୍ରବିନ୍ଦୁ ପାଲଟିଛି ଶ୍ୱେତା

ମେଟ୍ରୋ ଟିଭି ଓଡିଶା,୬/୧: ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳରେ ଥିବା ବଉଳା କୁମ୍ଭୀର କେନ୍ଦ୍ରରେ ୩ବର୍ଷର ଧଳା କୁମ୍ଭୀର ମନମୋହୁଛି । ଗତବର୍ଷ ଭିତରକନିକାର ନଦୀ ନାଳରେ ୧୬ଟି ଧଳା କୁମ୍ଭୀର ଚିହ୍ନଟ କରାଯାଇଥିଲା । ପ୍ର।କୃତିକ ପରିବେଶରେ ଏତେ ସଂଖ୍ୟାର ଧଳା କୁମ୍ଭୀର