Browsing Tag

# bjd

ଉଦଳା ନର୍ବାଚନମଣ୍ଡଳୀର ‘ନିର୍ବାଚିତ ଜନପ୍ରତିନିଧି ଏବଂ ବରିଷ୍ଠ କର୍ମୀ’ ବିଜେପିରେ ଯୋଗଦେଲେ

ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟ ପଟେ ବିଜେଡି ଉପରୁ ଦଳୀୟ…

ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର

ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧ‌ର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪ ବର୍ଷରେ ପାଣି ଯୋଗାଇ ପାରିଲେ ନାହିଁ, ସିଏ…

ରଙ୍ଗ ବଦଳାଇବାରେ ଓସ୍ତାଦ ହେଉଛି ବିଜେଡି : ସୁରେଶ ପୁଜାରୀ

ଆମର ରଙ୍ଗ କେବେହେଲେ ବଦଳି ନାହିଁ । କିନ୍ତୁ ରଙ୍ଗ ବଦଳାଇବାରେ ଓସ୍ତାଦ ହେଉଛି ବିଜେଡି । ରଙ୍ଗ ବଦଳାଇ ବିଜେଡି ୧୯୯୮ରେ ଆମ ସହ ମେଂଟ କରିଥିଲା । ନିଜ ଆବଶ୍ୟକତା ପୁର୍ତି ହୋଇଯିବା ପରେ ଏବଂ ନିଜ ସ୍ୱାର୍ଥ ଦୃଷ୍ଟିକୋଣରୁ ବିଜେଡି ୨୦୦୯ରେ ପୁଣି ଥରେ ବିଜେପି ସହ ସଂପର୍କ ଛିନ୍ନ କରିଥିଲା ଏବଂ…

ଶଙ୍ଖ ଛାଡି ପଦ୍ମ ଧରିଲେ ୪ନେତା

ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ. ଭେଙ୍କଟ ରାଓ, ଯୁବ ବିଜେଡି ସମ୍ପାଦକ ପ୍ରଶାନ୍ତ କୁମାର…

ଗୁଣ୍ଡାଗର୍ଦ୍ଦିକୁ ବିଜେପି ସରକାର ପ୍ରଶୟ ଦେବ ନାହିଁ : ହିମାଂଶୁ

ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସେ ନିନ୍ଦା କରିଛନ୍ତି। ହିମାଂଶୁ ଏକ ଖବରଦାତା ସମ୍ମିଳନୀରେ ଆହୁରି କହିଛନ୍ତି, ଭାଜପା ସରକାର ଏଭଳି ଗୁଣ୍ଡାଗର୍ଦ୍ଦିକୁ…

ଅପପୃଷ୍ଟି ପ୍ରସଙ୍ଗରେ ବିବୃତି ଦେଇ ନିଜ ବିଫଳତାକୁ ପରିପ୍ରକାଶ କରିଛି ବିଜେଡି : ବିରଂଚି ନାରାୟଣ ତ୍ରିପାଠୀ

କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏନେଇ ରାଜ୍ୟ ସରକାର ଚିନ୍ତିତ ଓ ସଚେତନ ଅଛନ୍ତି । ତୁରନ୍ତ ଘଟଣାସ୍ଥଳକୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ପଠାଇ ଏହାର ତଦନ୍ତ କରିଛନ୍ତି । ଏହି ଘଟଣାର ତ୍ୱରିତ ତଦନ୍ତ…

ବିଜେଡ଼ି ଛାଡିଲେ ବାରିର ପୂର୍ବତନ ବିଧାଇକା ସୁନନ୍ଦା ଦାସ

ଦଳ ଉପରେ ଅସନ୍ତୁଷ୍ଟ ହୋଇ ଦଳ ଛାଡୁଛନ୍ତି ନେତା | ଆଜି ବାରିର ପୂର୍ବତନ ବିଧାଇକା ସୁନନ୍ଦା ଦାସ ବିଜେଡ଼ି ଛାଡିଛନ୍ତି | ବିଜେଡ଼ି ପ୍ରାଥିନୀ ସଦସ୍ୟ ପଦରୁ ଆଜି ଇସ୍ତଫା ଦେଇଛନ୍ତି ସୁନନ୍ଦା ଦାସ |ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପାତ୍ର ପଠାଇଛନ୍ତି |୫ମାସ ହେବ ଦଳରେ ଅଣଦେଖା…

ହେଲପଲାଇନ୍ ନମ୍ବର ଜାରି କଲେ ବିଜେଡି ଓ ବିଜେପି

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରାଜନୀତି ସରଗରମ ହୋଇଛି । ବାତ୍ୟା ଦାନା ପାଇଁ ରାଜ୍ୟର ଦୁଇ ପ୍ରମୁଖ ଦଳ ନିଜ ନିଜର ହେଲପ ଲାଇନ ନମ୍ବର ଜାରି କରିଛନ୍ତି ।  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଭୟଭୀତ ନହେବା ପାଇଁ ପରାମର୍ଶ ଦେଇଛନ୍ତି । କହିଛନ୍ତି ସଜାଗ ରହି…

ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟର କଡ଼ା ଜବାବ ଦେଲେ ଧର୍ମେନ୍ଦ୍ର ପ୍ରଧାନ!

ଭୁବନେଶ୍ବର:  ରାଜନୀତିରେ ଜୟ ପରାଜୟ ଲାଗି ରହଛି। ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ। ପୂର୍ବରୁ ବିଜେପି ବହୁତ ଥର ହାରିଛି,ବିଜେପି ପାଖରେ ଦେଶରେ ୨ଟି ଲୋକସଭା ଆସନ ଥିଲା, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ। କିନ୍ତୁ…

ଭାଜପା ଉପରେ ବର୍ଷିଲେ ନବୀନ

ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି।ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମିଛ କହି ଭାଜପା କ୍ଷମତାକୁ ଆସିଛି। ପଦ ଯାତ୍ରାରେ ଭାଜପା…