Browsing Tag

# bjd

ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ, ବିଜେପି ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ବିଜେପି, ବିଜଡି  ନେତାଙ୍କ ବୟାନବାଜି ଜୋର ଧରିଛି । ବିଜେପି ଏହି ପ୍ରସଙ୍ଗରେ ବିଜେଡିକୁ ଦୋଷ ଦେଉଥିବା ବେଳେ ବିଜେଡି ମଧ୍ୟ ବିଜେପି ଉପରେ ବର୍ଷିଛି । ବିଜେଡି କହିଛି ଏହି ରାକେଟ୍ ଉତ୍ତରପ୍ରଦେଶ ଓ ଗୁଜରାଟର ଷ୍ଟାଫ୍ ସିଲେକସନ୍ କମିଶନ…

“ଯୁଗେ ଯୁଗେ ନବୀନ” ନା ଆଉ ‘କିଏ’ ?

୧୭ ଏପ୍ରିଲ ୧୯୯୭ ମସିହାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ହୋଇଥିଲା । ସେ ସମୟରେ ଜନତା ଦଳରେ ଥିବା ତୁଙ୍ଗ ନେତାମାନେ ଓଡ଼ିଶା ରାଜନୀତିର ମଙ୍ଗ କିଏ ସମ୍ଭାଳିବ ସେ ନେଇ ଚିନ୍ତା କରୁଥିଲେ । ରାଜ୍ୟର ଜନସାଧାରଣ ମଧ୍ୟ ଦ୍ବନ୍ଦ୍ବରେ ଥିଲେ କିଏ ଓଡ଼ିଶାର ରାଜନୀତିକୁ ପୁଣି ନୂଆ ଦିଶା…

ଓଡ଼ିଶା ବିଜେପି ନେତା ସବୁ ବେଳେ ଓଡ଼ିଶା ବିରୋଧୀ କାମ କରୁଛନ୍ତି : ଲେନିନ ମହାନ୍ତି

ଭୁବନେଶ୍ୱର: ବିଜେପି ନେତା ସମୀର ମହାନ୍ତିଙ୍କ ମନ୍ତବ୍ୟ ଉପରେ ବିଜେଡି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ କରାଯାଇଛି । ବିଜେପି ହେଉଛି ଓଡ଼ିଶା ବିରୋଧୀ । ଓଡ଼ିଶାର ସ୍ବାର୍ଥ ପାଇଁ ବିଜେପି ନେତା କିଛି କରୁନାହାଁନ୍ତି ।  ଗ୍ରାମାଞ୍ଚଳର ଓ ଜଗନ୍ନାଥ ସଂସ୍କୃତିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ…

ବିଜେପିକୁ ଡେଇଁବାକୁ ବିଜେଡି ନେତାଙ୍କ ସଜବାଜ! ଦିଲ୍ଲୀ ମଞ୍ଚରେ ଧରିପାରନ୍ତି ପଦ୍ମ

ଭୁବନେଶ୍ବର: ଆସନ୍ତା ନିର୍ବାଚନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାୟ ଅଧାଅଧି ବିଧାୟକଙ୍କୁ ବଦଳାଇବେ ବୋଲି ଚର୍ଚା ହେଉଛି ।  ବିଜେଡିର ଅନେକ ବିଧାୟକଙ୍କ ଟିକେଟ କଟିବା ନେଇ ଆଲୋଚନା ଜାରି ରହିଥିବା ବେଳେ କିଛି ଅସନ୍ତୁଷ୍ଟ ନେତା ବିଜେପିରେ ଯୋଗ ଦେବାକୁ ସଜ ହେଉଛନ୍ତି । ଏହି…

ପୁଣି ବିପଦରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ସଂଯୁକ୍ତା ଦେଲେ ଏଫଆଇଆର

ବିଜେଡିର ପୋଲସରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ପୋଲିସ ଜେରା କରିବ କି । ବିଜେଡି ଦଳ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ କି ? ଏପରି ଅନେକ ଚର୍ଚା ଏବେ ହେଉଛି ।  ତାଙ୍କ ନାଁ ରେ ପୁଣି ଗୁରୁତର ଅଭିଯୋଗ ଆଣିଛନ୍ତି ସଂଯୁକ୍ତା ମହଲା । ନିଜ ଅଧିକାର ପାଇଁ…

ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ମନଗଡ଼ା କାହାଣୀ ଗପୁଛନ୍ତି: ବିଜେଡି

ଭୁବନେଶ୍ୱର:  ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ମନଗଡ଼ା କାହାଣୀ ଗପୁଛନ୍ତି ବୋଲି ବିଜେଡି କହିଛି । । ପ୍ରେସମିଟରେ ବିଜେପି ନେତା ପୀତାମ୍ବର ଆଚାର୍ଯ୍ୟଙ୍କୁ ଜବାବ ଦେବା ସହ ବିଜେପିରେ ଚାଲିଥିବା ତୀବ୍ର ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସେ…