ଉଦଳା ନର୍ବାଚନମଣ୍ଡଳୀର ‘ନିର୍ବାଚିତ ଜନପ୍ରତିନିଧି ଏବଂ ବରିଷ୍ଠ କର୍ମୀ’ ବିଜେପିରେ ଯୋଗଦେଲେ
ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧପରିକର । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ କେନ୍ଦ୍ର ସରକାର ଏବଂ ରାଜ୍ୟରେ ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟ ପଟେ ବିଜେଡି ଉପରୁ ଦଳୀୟ…