ନଡ୍ଡାଙ୍କ ସ୍ଥାନ ନେବେ ବସୁନ୍ଧରା
ପୁଣି ଥରେ ଭାଜପା ଏକ ବଡ ମାଷ୍ଟରଷ୍ଟ୍ରୋକ ଖେଳିବାକୁ ଯାଉଛି। ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟନୁସାରେ ଦଳର ହାଇକମାଣ୍ଡ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଉପସଭାପତି ବସୁନ୍ଧରା ରାଜେଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ କରିପାରନ୍ତି।ଖୁବ ଶୀଘ୍ର ଏନେଇ ଘୋଷଣା କରାଯାଇପାରେ ବୋଲି…