Browsing Tag

#BJP

ଅପପୃଷ୍ଟି ପ୍ରସଙ୍ଗରେ ବିବୃତି ଦେଇ ନିଜ ବିଫଳତାକୁ ପରିପ୍ରକାଶ କରିଛି ବିଜେଡି : ବିରଂଚି ନାରାୟଣ ତ୍ରିପାଠୀ

କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏନେଇ ରାଜ୍ୟ ସରକାର ଚିନ୍ତିତ ଓ ସଚେତନ ଅଛନ୍ତି । ତୁରନ୍ତ ଘଟଣାସ୍ଥଳକୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ପଠାଇ ଏହାର ତଦନ୍ତ କରିଛନ୍ତି । ଏହି ଘଟଣାର ତ୍ୱରିତ ତଦନ୍ତ…

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୦ଷ୍ଟାର ପ୍ରଚାରକ

ଝାରଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଜେ.ପି ନଡ୍ଡା, ରାଜନାଥ ସିଂହ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ହେଲପଲାଇନ୍ ନମ୍ବର ଜାରି କଲେ ବିଜେଡି ଓ ବିଜେପି

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରାଜନୀତି ସରଗରମ ହୋଇଛି । ବାତ୍ୟା ଦାନା ପାଇଁ ରାଜ୍ୟର ଦୁଇ ପ୍ରମୁଖ ଦଳ ନିଜ ନିଜର ହେଲପ ଲାଇନ ନମ୍ବର ଜାରି କରିଛନ୍ତି ।  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଭୟଭୀତ ନହେବା ପାଇଁ ପରାମର୍ଶ ଦେଇଛନ୍ତି । କହିଛନ୍ତି ସଜାଗ ରହି…

ସତର୍କ ରହିବା ଏବଂ ଅନ୍ୟମାନଙ୍କୁ ସତର୍କ କରାଇବା ପାଇଁ ନିର୍ଦେଶ ଦେଲେ ମନମୋହନ ସାମଲ

ବାତ୍ୟା ‘ଦାନା’ର ପ୍ରଭାବ ଓଡିଶା ଉପରେ ପଡିବ ବୋଲି ଆକଳନ କରାଯାଇଛି । ଆମେ ସତର୍କ ରହିବା ଏବଂ ଅନ୍ୟମାନଙ୍କୁ ସତର୍କ କରାଇବା । ଏହି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଓ ପ୍ରସ୍ତୁତି ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ପ୍ରଶାସନ, ସରକାର, ଅଗ୍ନିଶମ, ଏନଡିଆରଏଫ, ଏସଡିଆରଏଫ ଉଦ୍ଧାରକାରୀ ଦଳ…

ରାଜ୍ୟବାସୀଙ୍କୁ ଧର୍ଯ୍ୟର ସହ ବାତ୍ୟା ମୁକାବିଲା କରିବା ପାଇଁ ଆହ୍ୱାନ ଦେଲେ ମନମୋହନ ସାମଲ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୧୦୦ରୁ ୧୨୦ କିମି ରହିବା ସହିତ ଅତି…

ମହାରାଷ୍ଟ୍ର ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ବିଜେପି ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ନାଗପୁର ଦକ୍ଷିଣ-ପଶ୍ଚିମରୁ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏବଂ କାମାଥୀ ବିଧାନସଭା ଆସନରୁ ଦଳର ରାଜ୍ୟ ସଭାପତି ଚନ୍ଦ୍ରଶେଖର…

ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ

ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଏଥର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଥିବା ବେଳେ ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ…

ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ଦାସ ସାହୁଙ୍କୁ ଜାମସେଦପୁର ଇଷ୍ଟରୁ ବିଜେପି ଟିକେଟ

ଝାରଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମୋଟ ୬୬ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ରହିଛି। ବିଜେପି ରାଜ୍ୟର ୮୧ଟି ଆସନରୁ ୬୮ଟିରେ ଲଢ଼ିବ ଓ ସହଯୋଗୀଙ୍କ ପାଇଁ ବାକି ଆସନ ଛାଡ଼ିବାକୁ ନେଇଛି। ଏହି କ୍ରମରେ ଦଳ ଆଜି ୬୬ଟି…

କେନ୍ଦ୍ରମନ୍ତ୍ରୀ ବାନ୍ଦି ସଞ୍ଜୟ କୁମାରଙ୍କୁ ପୁଲିସ ଗିରଫ କରିଛି

କେନ୍ଦ୍ରମନ୍ତ୍ରୀ ବାନ୍ଦି ସଞ୍ଜୟ କୁମାରଙ୍କୁ ପୁଲିସ ଗିରଫ କରିଛି। ହାଇଦ୍ରାବାଦର ଚିକ୍କାଡପଲ୍ଲୀସ୍ଥିତ ଅଶୋକ ନଗରରେ ଗ୍ରୁପ୍ ୧ ସର୍ଭିସର ପ୍ରାର୍ଥୀଙ୍କ ସହ ମିଶି ବିକ୍ଷୋଭ କରିଥିଲେ ସଞ୍ଜୟ କୁମାର। ଏଥିପାଇଁ ତାଙ୍କୁ ଗିରଫ କରାଯାଇଛି ବୋଲି କୁହାଯାଉଛି । ଗତ ସେପ୍ଟେମ୍ବର ମାସରେ କେନ୍ଦ୍ର…

କାଶ୍ମୀରରେ ବିଜେପି ଜିତିଲା କି ହାରିଲା?

ନୂଆଦିଲ୍ଲୀ: ବିଜେପି ନେତା କହୁଛନ୍ତି କାଶ୍ମୀରରେ ସେମାନେ ଜିତିଛନ୍ତି । କାରଣ ସେମାନେ ସବୁଠୁ ଅଧିକ ପ୍ରତିଶତ ଭୋଟ ପାଇଛନ୍ତି । ଗତ ନିର୍ବାଚନଠୁ ଅଧିକ ଆସନ ପାଇଛନ୍ତି । କାଶ୍ମୀରବାସୀ ବିଜେପିକୁ ଭୋଟ ଦେଇନାହାଁନ୍ତି ସତ କିନ୍ତୁ ସେମାନେ ସୁରକ୍ଷାକୁ ନେଇ ବିଜେପିକୁ ପ୍ରଶଂସା କରିଛନ୍ତି ।…