Browsing Tag

#BJP

କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ

ଭୁବନେଶ୍ବର: ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୫୮ ବର୍ଷ ହୋଇଥିଲା। ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ଥିବା ଝିଙ୍ଗିଆ ଓରାମ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ଅହମ୍ମଦାବାଦରେ ତ୍ରିରଙ୍ଗା ଯାତ୍ରାର ଶୁଭାରମ୍ଭ କଲେ ଅମିତ ଶାହ

ଅହମ୍ମଦାବାଦ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦ ମ୍ୟୁନିସିପାଲିଟି କର୍ପୋରେସନ୍ (ଏଏମସି) ପକ୍ଷରୁ ଅହମ୍ମଦାବାଦ ଠାରେ ଆୟୋଜିତ 'ତ୍ରିରଙ୍ଗା ଯାତ୍ରା' ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲଙ୍କ ସମେତ ବହୁ…

ପାଣ୍ଡିଆନଙ୍କ ହେଲିକପ୍ଟର ବୁଲାର ତଦନ୍ତ ହେବ

୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ହେଲିକପ୍ଟରରେ ବୁଲୁଥିଲେ । କେବେ ସେ ଅଭିଯୋଗ ଶୁଣୁଥିଲେ ତ କେବେ ନିର୍ବାଚନ ପ୍ରଚାରରେ ଯାଉଥିଲେ । ତେବେ ଏହାକୁ ଏବେ ନୂଆ ସରକାର ତଦନ୍ତ ପରିସରକୁ ଆଣିଛନ୍ତି ।  ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସି…

ଭାଜପା ନେତାଙ୍କୁ ସରକାରରେ ସାମିଲ କରିବେ ନୀତୀଶ,

ନୂଆଦିଲ୍ଲୀ: ଆରଜେଡି ଏବଂ କଂଗ୍ରେସ ସହ ମେଣ୍ଟକୁ ସମାପ୍ତ କରି ବିଜେପି ସହ ପୁଣି ମେଣ୍ଟ କରିବା ଲାଗି ନୀତୀଶ ସ୍ଥିର କରିଛନ୍ତି।  ସେ ଇସ୍ତଫା ଦେଇ ସନ୍ଧ୍ୟା ସୁଦ୍ଧା ଏନ୍‌ଡିଏ ସରକାରର ନେତୃତ୍ବ ନେଇ ନୂଆ ମୁଖ୍ୟମନ୍ତ୍ରୀ ଭ‌ାବେ ଶପଥ ଗ୍ରହଣ କରିବେ। ଆସନ୍ତା ତିନି ମାସ ମଧ୍ୟରେ ହେବାକୁ ଥିବା…

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ

ଆଜି ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ନୂଆ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନାଡା ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ…

ଜୟନାରାୟଣଙ୍କ ମାନସିକ ସ୍ଥିତି ଠିକ ନାହିଁ

ଭୁବନେଶ୍ବର: ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି  ଜୟନାରାୟଣ ମିଶ୍ରଙ୍କ ମାନସିକ ସ୍ଥିତି ଠିକ୍ ନାହିଁ । କୋଲକାତାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ସକ୍‌ ଟ୍ରିଟମେଣ୍ଟକୁ ଡରି ଲୁଚିକି ପଳାଇ ଆସିଛନ୍ତି । ଚିକିତ୍ସା ସମ୍ପୂର୍ଣ୍ଣ ହୋଇନି, ତେଣୁ ପ୍ରତିଦିନ କିଛି ନା କିଛି ବାଉଳି…

ଲୋକସଭାରେ ଆଗତ ହେଲା ମହିଳା ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ: ଲୋକସଭା ଓ ରାଜ୍ୟ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ସଂପର୍କିତ ବିଲକୁ ଆଜି ସଂସଦରେ ଆଗତ କରାଯାଇଛି । ଲୋକସଭା ଓ ବିଧାନ ପରିଷଦରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ  ଲୋକସଭାରେ ଏକ ବିଲ୍ ଆଗତ ହୋଇଛି। ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ…

ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ, ବିଜେପି ଉପରେ ବର୍ଷିଲା ବିଜେଡି

ଭୁବନେଶ୍ୱର: ଓଏସଏସସି ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ବିଜେପି, ବିଜଡି  ନେତାଙ୍କ ବୟାନବାଜି ଜୋର ଧରିଛି । ବିଜେପି ଏହି ପ୍ରସଙ୍ଗରେ ବିଜେଡିକୁ ଦୋଷ ଦେଉଥିବା ବେଳେ ବିଜେଡି ମଧ୍ୟ ବିଜେପି ଉପରେ ବର୍ଷିଛି । ବିଜେଡି କହିଛି ଏହି ରାକେଟ୍ ଉତ୍ତରପ୍ରଦେଶ ଓ ଗୁଜରାଟର ଷ୍ଟାଫ୍ ସିଲେକସନ୍ କମିଶନ…

କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସର ସମର୍ଥନ

ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ…

ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ମନଗଡ଼ା କାହାଣୀ ଗପୁଛନ୍ତି: ବିଜେଡି

ଭୁବନେଶ୍ୱର:  ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ମନଗଡ଼ା କାହାଣୀ ଗପୁଛନ୍ତି ବୋଲି ବିଜେଡି କହିଛି । । ପ୍ରେସମିଟରେ ବିଜେପି ନେତା ପୀତାମ୍ବର ଆଚାର୍ଯ୍ୟଙ୍କୁ ଜବାବ ଦେବା ସହ ବିଜେପିରେ ଚାଲିଥିବା ତୀବ୍ର ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସେ…