ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଭେଟିଲେ ବଲିଉଡ ପ୍ରଯୋଜିକା ଏକତା କପୁର
ସତ୍ୟକୁ ସବୁଦିନ ପାଇଁ ଲୁଚାଇ ରଖାଯାଇ ପାରିବନି ଏମିତି ଏକ କାହାଣା ସତ୍ୟ ଘଟଣା ଉପରେ ଆଧାରିତ ହୋଇଛି ଫିଲ୍ଲ ସାବରମତୀରେ । ଗଣମାଧ୍ୟମ ଦେଖାଉଥିବା କଥା ଯେ ସବୁବେଳେ ସତ୍ୟ ତାହା ଯଥାର୍ଥ ନୁହେଁ , ୨୦୦୨ ଗୋଧ୍ରା ଟ୍ରେନ ପୋଡି ଓ ସେଥିରେ ଜୀବନ୍ତ ଦଗ୍ଦ ହେଇଥିବା ୫୯ ଜଣ ଜୀବନର ସତ୍ୟ…