ନାଳରେ ଭାସିଯାଇ ନାବାଳକ ମୃତ
ବ୍ରହ୍ମପୁର: ଗଂଜାମ ଜିଲ୍ଲା ବ୍ରହ୍ମପୁର ସହରରେ ନାଳରେ ଭାସିଯାଇ ନାବାଳକ ସାଇରାମ ପାତ୍ର (୧୦)ର ମୃତ୍ୟୁ ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଘଟଣା ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା…