ରୁଟିରେ ଚକାଆଖି : ଦର୍ଶନ କରିବାକୁ ଲୋକଙ୍କ ଭିଡ
ମେଟ୍ରୋ ଟିଭି ଓଡିଶା,୧/୨ : କଥାରେ ଅଛି ଭକ୍ତ ଭକ୍ତିରେ ଡାକିଲେ ଭଗବାନ୍ ସବୁଠାରେ ମିଳିଯାଇଥାନ୍ତି । ସେ ପଥରରେ ହେଉ କିମ୍ବା କୈାଣସି ବସ୍ତୁରେ । ଭଗବାନ ସବୁବେଳେ ଭକ୍ତଙ୍କ ଡାକ ଶୁଣିବା ପାଇଁ କୈାଣସି ନା କୈାଣସି ରୂପରେ ଦେଖାଦିଅନ୍ତି । ଭକ୍ତ ଓ ଭଗବାନଙ୍କ ସମ୍ପର୍କ ଯୁଗଯୁଗାନ୍ତରର ।!-->…