କାଜାନଠାରେ ଆରମ୍ଭ ହେଲା ବ୍ରିକ୍ସ ସମିଟ୍
ରୁଷର କାଜାନଠାରେ ବ୍ରିକ୍ସ ସମିଟ୍ ଆରମ୍ଭ ହୋଇଛି। ସମିଟର ଆରମ୍ଭରେ ରୁଷ୍ ୟୁକ୍ରେନ ଯୁଦ୍ଧକୁ ନେଇ ରାଷ୍ଟ୍ରପତି ପୁଟିନଙ୍କୁ ପୁଣି ଥରେ ଶାନ୍ତିର ସନ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଯୁଦ୍ଧ ସମାଧାନ ନୁହେଁ ଶାନ୍ତି ଦ୍ବାରା ହିଁ ସମାଧାନର ବାଟ ବାହାରି ପାରିବ ବୋଲି ପୂର୍ବରୁ ମଧ୍ୟ…