ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ :ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ
ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ ଆରମ୍ଭ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ ଏବଂ ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ ।…