ବୁମରା ଟେଷ୍ଟରେ ଏକନମ୍ବର
ଭାରତୀୟ ପ୍ରତିଷ୍ଠିତ ପେସ୍ ବୋଲର ଯଶ୍ପ୍ରୀତ୍ ବୁମ୍ରା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍ରେ ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। କାନପୁରରେ ବାଂଲାଦେଶ ବିପକ୍ଷରେ ୬ ଉଇକେଟ ନେଇଥିବା ବୁମ୍ରା ଅନ୍ୟତମ ଭାରତୀୟ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ହଟାଇ ପ୍ରଥମ ସ୍ଥାନକୁ ଫେରିଛନ୍ତି। ବୋଲରଙ୍କ ମଧ୍ୟରେ…