ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ବ୍ୟାପକ କାର୍ଯ୍ୟକ୍ରମ ଆୟୋଜନ କରିବ କେନ୍ଦ୍ର
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ପାଖରେ ପହଁଚାଇବା ପାଇଁ ଏବେ ଗୁରୁତ୍ବ ଦିଆଯିବ । ପ୍ରଚାର ପ୍ରସାର ହେଲେ ଯୋଜନା ଲୋକମାନେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରିବେ । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଓଡ଼ିଶାରେ କାର୍ଯ୍ୟରତ ବିଭିନ୍ନ ବିଭାଗ ଏବଂ…