ଚୀନ୍ ବୈଦେଶିକ ମନ୍ତ୍ରୀ ପଦରୁ ବହିଷ୍କୃତ ହୋଇଛନ୍ତି କ୍ବିନ୍ ଗାଙ୍ଗ୍!
ଜୁଲାଇ ମାସରୁ ଚୀନ୍ର ବୈଦେଶିକ ମନ୍ତ୍ରୀ ସାଧାରଣରେ ଦେଖାଯାଉନଥିଲେ । ତେବେ ଏହାର କାରଣ ଏବେ ଜଣାପଡିଛି । ଆମେରିକାରେ ତାଙ୍କର ପ୍ରେମ ସଂପର୍କକୁ ନେଇ ତାଙ୍କୁ ପଦରୁ ବହିଷ୍କାର କରାଯାଇଛି ବୋଲି କିଛି ଖବର ପ୍ରକାଶ ପାଇଛି । ପଦରୁ ବହିଷ୍କୃତ ହୋଇଥିବା କ୍ବିନ୍ ଗାଙ୍ଗ୍ ଆମେରିକାରେ…