Browsing Tag

#CM

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ  । ସୋମବାର  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଥିବା ବେଳେ ଏଥର ମଧ୍ୟ  ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି ଜଣାପଡିଛି  । ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବାରୁ ସେ ଜନ୍ମଦିନ ପାଳନ…

ଆଜି ପ୍ରଧାନମନ୍ତ୍ରୀଙ୍କ ସମସ୍ତ ରାଜ୍ୟ ସହ କୋଭିଡ ସମୀକ୍ଷା ବୈଠକ

ମେଟ୍ରୋ ଟିଭି ଓଡିଶା,୧୩/୧: କୋଭିଡର କାୟା ବିସ୍ତାର ହେବାରେ ଲାଗିଲାଣି । ଏହି ସଂକ୍ରମଣକୁ ରୋକିବା ପାଇ ଆଜି ଅପରାହ୍ନ ସାଢେ ୪ଟାରେ ପ୍ରଧାନମନ୍ତ୍ରୀ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଭର୍ଚୁଆଲ ମୋଡରେ ବୈଠକ କରି କୋଭିଡର ସମୀକ୍ଷା କରିବେ । ଦେଶରେ କୋଭିଡ ସ୍ଥିତି, ଡାକ୍ତରଖାନା

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରୋନା ପଜିଟିଭ

ମେଟ୍ରୋ ଟିଭି ବ୍ୟୁରୋ,୨/୧: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କରୋନା ପଜିଟିଭ ଚିହ୍ନଟ ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ ଏବେ ନିଜ ବାସଭବନରେ କ୍ୱାରେଣ୍ଟାଇନରେ ଅଛନ୍ତି । ସେ କହିଛନ୍ତି ତାଙ୍କ ସଂର୍ସ୍ପଶରେ ଆସିଥିବା ଲୋକ ମାନେ ନିଜର କରୋନା ଟେଷ୍ଟ କରୋଇନେବାକୁ ।