ଆଜି ଦେଶ ପାଳୁଛି ୪୬ତମ ତଟରକ୍ଷୀ ଦିବସ
ମେଟ୍ରୋ ଟିଭି ଓଡିଶା,୧/୨ : ଦେଶ ମଙ୍ଗଳବାର ପାଳନ କରୁଛି ୪୬ତମ ତଟରକ୍ଷୀ ଦିବସ । ୧୯୭୭ ମସିହା, ଫେବ୍ରୁଆରୀ ୧ ତାରିଖରେ ଭାରତୀୟ ସମ୍ବିଧାନର ୧୯୭୮ ତଟରକ୍ଷୀ ଅଧିନିୟମ ଦ୍ୱାରା ଔପଚାରିକ ରୂପେ ଏହି ଦିବସ ସ୍ଥାପନା ହୋଇଥିଲା । ପ୍ରତିରକ୍ଷା ମନ୍ତ୍ରାଳୟ ଅଧୀନରେ ଏହା ପରିଚାଳିତ ହୁଏ । ୧୯୭୮ରେ…