Browsing Tag

#covid19

ଦେଶରେ ହୁ ହୁ ହୋଇ ବଢିଚାଲିଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ ହୁ ହୁ ହୋଇ ବଢିଚାଲିଛି କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା । ହଜାରେ ଟପିଲା କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳ ୮ଟା ସୁଦ୍ଧା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୯ରେ ପହଁଚିଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଦିଲ୍ଲୀର ସ୍ଥିତି ଚିନ୍ତାଜନକ…

ଦିଲ୍ଲୀ NCRରେ 2ଜଣ କରୋନା ସଂକ୍ରମିତ ଚିହ୍ନଟ

ଦିଲ୍ଲୀ NCRରେ ଆରମ୍ଭ ହେଲା କରୋନା ସଂକ୍ରମଣ । ଗୁରୁଗ୍ରାମର ସାଇବର ସିଟିରେ ଦୁଇ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ଆଇସୋଲେସନରେ ରଖାଯାଇଛି। 2 ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମୁମ୍ବାଇରୁ ଗୁରୁଗ୍ରାମ ଆସିଥିଲେ। ଏସିଆ ମହାଦେଶର କେତେକ ଦେଶରେ ଗତ କିଛି ମାସ ହେଲା…

ମୁମ୍ବାଇରେ ୨ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ

ଭାରତକୁ ପୁଣି ଫେରିଲା କୋଭିଡ ଭୟ। ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ମୁମ୍ବାଇ ପରେଲରେ ଥିବା BMC ପରିଚାଳିତ KEM ହସ୍ପିଟାଲରେ ଏହି ଦୁଇଟି ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ମୃତକଙ୍କ ମଧ୍ୟରୁ ଜଣେ କ୍ୟାନସରରେ ପୀଡ଼ିତ ଥିବାବେଳେ ଅନ୍ୟ ଜଣଙ୍କର କିଡ୍‌ନୀ ସମସ୍ୟା…

୨୪ ଘଣ୍ଟାରେ ୬୩ ଜେଏନ୍.୧ ମାମଲା

ଭାରତରେ କୋଭିଡ୍-୧୯ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଭାରତରେ ୬୩ ଜଣ କୋଭିଡ୍‌ର ନୂତନ ସବ୍‌ଭାରିଆଣ୍ଟ ଜେଏନ୍.୧ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ଏହାଦ୍ବାରା ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୫୪କୁ ବୃଦ୍ଧି ପାଇଥିବା ବେଳେ କେରଳରୁ ସର୍ବାଧିକ ମାମଲା ସାମ୍ନାକୁ…

କୋଭିଡ଼ ଚିନ୍ତା: ରାଜ୍ୟରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତକାଲି ଜଣେ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ଆଉ ଜଣେ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କୁ ମିଶାଇ ଆକ୍ଟିଭ କେସ ୨ରେ ପହଞ୍ଚିଛି । ୨୦ ଦିନର ବ୍ୟବଧାନ ପରେ ଗତକାଲି ଜଣେ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଦେଶରେ ବଢୁଥିବା କୋଭିଡ ସଂକ୍ରମିତଙ୍କ…

କୋଭିଡ୍ – ୧୯ ସ୍ଥିତି ନିୟନ୍ତ୍ରଣ ଏବଂ ପରିଚାଳନା ପାଇଁ ଜନସ୍ୱାସ୍ଥ୍ୟ ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କଲେ…

କେତେକ ରାଜ୍ୟରେ କୋଭିଡ୍ - ୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତରେ କୋଭିଡ୍ - ୧୯ ସ୍ଥିତି ଏବଂ କୋଭିଡ୍ – ୧୯ ର ତଦାରଖ, ନିୟନ୍ତ୍ରଣ ଏବଂ ପରିଚାଳନା ପାଇଁ ଜନସ୍ୱାସ୍ଥ୍ୟ ବ୍ୟବସ୍ଥାର ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଆଜି ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର…

ଦେଶରେ ଉପରମୁହାଁ କରୋନା ଗ୍ରାଫ୍

ପୁଣି କାୟା ବିସ୍ତାର କଲାଣି କରୋନା ମହାମାରୀ। ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣର ଗ୍ରାଫ୍ ଉପରକୁ ବଢିବାରେ ଲାଗିଛି। ଦେଶରେ ଦିନକରେ ୧୨,୧୯୩ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୭,୫୫୬କୁ ବୃଦ୍ଧି ପାଇଛି। ଦେଶରେ ଗତକାଲି…

ଦେଶରେ କୋଭିଡ୍‌-୧୯ ଦୈନିକ ସଂକ୍ରମଣ

ମୈାସୁମି ବର୍ଷା ପରେ ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଏବେ ସାଢ଼େ୧୬ ହଜାର ଉପରେ ରହିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୫୬୧ କରୋନା ନୂତନ ସଂକ୍ରମଣ ଓ

ଗତ 24 ଘଂଟାରେ ୮୩୬ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୬ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି

ଦେଶରେ ୨୪ ଘଣ୍ଟାରେ ୧୪,୮୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶର ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ସାମନ୍ୟା ହ୍ରାସ ପାଇଛି। ଜୁଲାଇ ୧୬ ତାରିଖ ସକାଳ ସୁଦ୍ଧା ଦେଶରେ ୧୪,୮୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ସଂକ୍ରମିତଙ୍କ ସଂଖ୍ୟା ଥିଲା ୧୬,୮୬୬। ସେହିପରି କରୋନା