Browsing Tag

#covidpositive

ଆଜି ପ୍ରଧାନମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକ

ମେଟ୍ରୋ ଟିଭି ଓଡିଶା,୯/୧: ଆଜି ଅପରାହ୍ନ ସାଢେ ୪ଟା ସମୟରେ ହେବ କୋଭିଡ ସମୀକ୍ଷା ବୈଠକ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସମୀକ୍ଷାରେ ଆଜି ହେବ ଏହି ବୈଠକ । ବୈଠକରେ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଯୋଗଦେବେ । ଦେଶରେ ବଢୁଥିବା କୋଭିଡ ପରିସ୍ଥିତିର ସମୀକ୍ଷା ପାଇ ଏହି ବୈଠକ ଡକାଯାଇଛି…

ଏସସିବି ନର୍ସିଂ ଛାତ୍ରୀଙ୍କୁ କରୋନା

ମେଟ୍ରୋ ଟିଭି ଓଡିଶା,୯/୧: କରୋନାର କାୟା ଏସସିବି ମେଡିକାଲକୁ ମାଡିଗଲାଣି । ଏସସିବି ବିଏସି ନର୍ସିଂ ଛାତ୍ରୀ ହଷ୍ଟେଲରେ ୨୮ ଜଣ ଛାତ୍ରୀଙ୍କୁ କରୋନା ପଜେଟିଭ। ଗତ କାଲି ରାତିରେ ଆସିଛି ରିପୋର୍ଟ। ସମସ୍ତ ଛାତ୍ରୀଙ୍କ ସ୍ୱାବ୍ ଟେଷ୍ଟ ହୋଇଆସିଛି। ହଷ୍ଟେଲରେ ମୋଟ ୨୮୦ ଜଣ ଛାତ୍ରୀ ରହୁଥିଲେ। …

ସୁପ୍ରମିକୋର୍ଟରେ ବିଚାରପତିଙ୍କୁ କରୋନା

ମେଟ୍ରୋ ଟିଭି ଓଡିଶା,୯/୧: କରୋନାର କାୟା ଚାରିଆଡେ ବ୍ୟାପି ଗଲାଣି ।ବର୍ତ୍ତମାନ ଦିଲ୍ଲୀର ସଂସଦ ଗୃହରେ ପହଞ୍ଚିସାରିଲାଣି କରୋନା । ସଂସଦ ଗୃହରେ ୪୦୦ ରୁ ଅଧିକ କର୍ମଚାରୀ ଏବଂ ସୁରକ୍ଷା କର୍ମୀ କରୋନା ପଜିଟିଭ ହୋଇଥିବା ବେଳେ ସୁପ୍ରମିକୋର୍ଟର ୪ ଜଣ ବିଚାରପତିଙ୍କୁ କରୋନା ଚିହ୍ନଟ…

କଟପ୍ପାଙ୍କୁ କରୋନା

ମେଟ୍ରୋ ଟିଭି ବ୍ୟୁରୋ,୮/୧: ଦେଶରେ ବଢିବାରେ ଲାଗିଛି କରୋନା ଓ କାୟା ମେଲାଉଛି ଓମିକ୍ରନ ।ଏହି କରୋନାରେ ଆକ୍ରାନ୍ତ ହେଲେଣି ବହୁ ଲୋକ । ସିନେ ଜଗତରେ ମଧ୍ୟ ବହୁ ଲୋକ କରୋନାରେ ଆକ୍ରାନ୍ତ ହେଲେଣି । ସାଉଥ୍ ଇଣ୍ଡଷ୍ଟ୍ରିରେ ମଧ୍ୟ କାୟା ମେଲାଉଛି କରୋନା । ବକ୍ସ ଅଫିସରେ ହଇଚଇ ସୃଷ୍ଟି…

ପ୍ରିକସନ ଡୋଜ ପାଇଁ କରିବାକୁ ପଡିବନି ରେଜିଷ୍ଟ୍ରେସନ

ମେଟ୍ରୋ ଟିଭି ବ୍ୟୁରୋ,୮/୧: କୋଭିଡର ଅନିୟନ୍ତ୍ରିତ କାୟା ଯୋଗୁଁ ଦେଶ ପୁଣି ଥରେ ଟୀକାକରଣ ଅଭିଯାନକୁ ଆରମ୍ଭ କରିବାକୁ ଯାଉଛି । ଏହାକୁ ବୁଷ୍ଟର ଡୋଜ ବଦଳରେ ପ୍ରିକସନ ଡୋଜ ବୋଲି ନିଷ୍ପତ୍ତି ନିଆଯାଇଛି । ଜାନୁଆରୀ ୧୦ତାରିଖରୁ ଏହି ପ୍ରିକସନ ଡୋଜ୍ ଦେବାକୁ ନିଷ୍ପତ୍ତି ନିଆଯାଇଛି । ଏଥିରେ…

ରାଜ୍ୟରେ କରୋନାର ଲମ୍ବା ଡିଆଁ,୪ହଜାରରୁ ଅଧିକ ସଂକ୍ରମଣ

ମେଟ୍ରୋ ଟିଭି ବ୍ୟୁରୋ,୮/୧: ରାଜ୍ୟରେ କରୋନା ତାର କାୟା ବିସ୍ତାର କରିଲାଣି । ଗତ ୨୪ ଘଣ୍ଟାରେ ୩ ହଜାର ୬୭୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୧୨ଶହ ୨୩ ଜଣ ସଂକ୍ରମଣ ହୋଇଛନ୍ତି । ସୁନ୍ଦରଗଡରୁ ୫୮୨ ପଜିଟିଭ୍ ଚିହ୍ନଟ । ସମ୍ବଲପୁରରୁ ୩୭୨ ଓ କଟକରୁ ୩୧୦ ସଂକ୍ରମିତ…

କରୋନା ମହାମାରୀରେ ଉବୁଟୁବୁ ହେଲାଣି ବିଶ୍ୱ

ମେଟ୍ରୋ ଟିଭି ବ୍ୟୁରୋ,୮/୧:ବିଶ୍ୱ ଏବେ ସଂକ୍ରମଣର କବଜାରେ ଫସିଗଲାଣି । ବିଶ୍ୱରେ ୩୦କୋଟି ଟପିଲାଣି ସଂକ୍ରମଣ । ଏହି ସଂକ୍ରମଣରେ ପ୍ରଭାବିତ ହେଲାଣି ବହୁ ଦେଶ । ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶ ଆମେରିକା ଏହି ସଂକ୍ରମଣର ପ୍ରଥମ ସ୍ଥାନରେ ରହିଛି ଓ ଭାରତ ସଂକ୍ରମଣର ଦ୍ୱିତୀୟ ସ୍ଥାନରେ ରହିଛି…

ଏସ୍‌ଆର୍‌ସିଙ୍କ ବଡ ନିର୍ଦ୍ଦେଶ, ୧୦ରୁ ବନ୍ଦ ହେବ ବିଶ୍ୱବିଦ୍ୟାଳୟ

ମେଟ୍ରୋ ଟିଭି ଓଡିଶା,୭/୧: କରୋନାର ସଂକ୍ରମଣ ବଢୁଥିବାରୁ କଟକଣା ଜାରି କରିଛନ୍ତି ସରକାର । ଆସନ୍ତା ୧୦ରୁ ରାଜ୍ୟର ସମସ୍ତ କଲେଜ, ୟୁନିଭର୍ସିଟି ବନ୍ଦ ହେବ । ମେଡିକାଲ କଲେଜ, ନର୍ସିଂ କଲେଜ ବ୍ୟତୀତ ସବୁ କଲେଜ ବନ୍ଦ ହୋଇଛି । କଲେଜ, ୟୁନିଭର୍ସିଟି ବନ୍ଦ ନେଇ ଏସ୍‌ଆର୍‌ସି ଙ୍କ ପକ୍ଷରୁ…

ମହେଶ ବାବୁ ଓ ସ୍ୱରା ଭାସ୍କର କରୋନା ପଜିଟିଭ

ମେଟ୍ରୋ ଟିଭି ଓଡିଶା,୭/୧: ଗତ କିଛିଦିନ ମଧ୍ୟରେ ବଲିଉଡ ଏବଂ ଟିଭି ଇଣ୍ଡଷ୍ଟ୍ରୀ ସହିତ ଜଡିତ ଅନେକ ଷ୍ଟାର କୋଭିଡ -୧୯ ର ଶିକାର ହୋଇସାରିଛନ୍ତି। ସାଉଥ ସୁପରଷ୍ଟାର୍ ମହେଶ ବାବୁ କରୋନା ସଂକ୍ରମିତ ହୋଇଛନ୍ତି । ମହେଶ ବାବୁ କହିଛନ୍ତି, ସଂକ୍ରମଣରୁ ସୁରକ୍ଷା ପାଇଁ ସମସ୍ତ ସଚେତନତାକୁ ପାଳନ…

ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ କରୋନା

ମେଟ୍ରୋ ଟିଭି ଓଡିଶା,୭/୧: ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କରୋନାରେ ସଂକ୍ରମିତ ହୋଇଛନ୍ତି । ସେ କରୋନାରେ ସଂକ୍ରମିତ ହୋଇଥିବା ଜାଣିବାକୁ ପାଇ ନିଜ ଘରେ ହୋମ୍ ଆଇସୋଲେସନ୍‌ରେ ରହିଛନ୍ତି । ଗତକାଲି ସେ କରୋନା ପଜିଟିଭ ଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଓ କହିଛନ୍ତି…