Browsing Tag

#covidvaccine

ବଜାରରେ ମିଳିବ କୋଭିଡ ଭାକ୍ସିନ୍

ମେଟ୍ରୋ ଟିଭି ଓଡିଶା,୨୮/୧ : ଏବେ ମାର୍କେଟରେ ଉପଲବ୍ଧ ହେବ କୋଭାକ୍ସିନ୍ ଓ କୋଭିସିଲ୍ଡ ଟିକା । ବଜାରରେ ବିକ୍ରି ପାଇଁ ସର୍ତ୍ତମୂଳକ ଅନୁମତି ଦେଇଛି ଡ୍ରଗ୍ସ କଣ୍ଟ୍ରୋଲର ଅଫ ଇଣ୍ଡିଆ ବା ଡିସିଜିଆଇ । କିନ୍ତୁ ମେଡିସିନ୍ ଷ୍ଟୋରରେ ମିଳିବ ନାହିଁ କରୋନା ଟିକା । ଘରୋଇ ହସ୍ପିଟାଲ ଓ କ୍ଲିନିକ

ଦେଶ ଉତ୍ପାଦନ କରିବ ଓମିକ୍ରନ ଟିକା

ମେଟ୍ରୋ ଟିଭି ଓଡିଶା,୧୮/୧: କରେନାର ନୂଆ ଭାରିଆଣ୍ଟ ଓମିକ୍ରନରେ ଆକ୍ରାନ୍ତ ହେଲେଣି । ସ୍ୱାସ୍ଥ୍ୟ ବିଭାଗର ସୂଚନାଅନୁସାରେ ଏହି ଓମିକ୍ରନ ଏତେ ପ୍ରଭାବଶାଳୀ ନଥିଲେ ମଧ୍ୟ ଏହା ପାଇଁ ଭାରତ ସ୍ୱଦେଶୀ ଟିକା ଉତ୍ପାଦନ କରିବାକୁ ଯାଉଛି । ପୂର୍ବରୁ ଭାରତ କୋଭିଡର ସ୍ୱଦେଶୀ ଟିକା ପୁରା

କଳିଯୁଗର ଶ୍ରବଣ କୁମାର

ମେଟ୍ରୋ ଟିଭି ଓଡିଶା,୧୬/୧: ତ୍ରେତୟା ଯୁଗର ଶ୍ରବଣ କୁମାର ବିଷୟରେ ସମସ୍ତଙ୍କୁ ଜଣା ହେଲେ କଳିକାଳରେ ଶ୍ରବଣ କୁମାର ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିବ । ସେ ଯୁଗର ଶ୍ରବଣ କୁମାର ନିଜର ଅନ୍ଧ ପିତାମାତଙ୍କୁ କାନ୍ଧରେ ବୋହି ଚାଲୁଥିଲେ ହେଲେ ଏହି ମହାମାରୀର ଜଘନ୍ୟ ପରିସ୍ଥିତିରେ ଯେଉଠି କିଏ

ଲକ୍‌ଡାଉନ ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ପକାଇଲେ ମୋଦି କହିଲେ, ଜୀବନ ସହ ଜୀବିକା ଆବଶ୍ୟକ

ମେଟ୍ରୋ ଟିଭି ଓଡିଶା,୧୪/୧: କରୋନାର କାୟା ମାଡିଚାଲିଲାଣି । ଏହି ପରି ଭୟଙ୍କର ସ୍ଥିତିରେ ଲକ୍‌ଡାଉନ ହେବାକୁ ନେଇ ଯେଉଁ ଚିନ୍ତା ସାଧାରଣ ଲୋକଙ୍କୁ ଘାରୁଥିଲା ତା ଉପରେ ପୂର୍ଣ୍ଣଛେଦ ପଡିଛି । ଗତକାଲି ହୋଇଥିବା ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ୍ ସମୀକ୍ଷା ପରେ ପ୍ରଧାନମନ୍ତ୍ରୀଙ୍କ

ପ୍ରିକସନ ଡୋଜ ପାଇଁ କରିବାକୁ ପଡିବନି ରେଜିଷ୍ଟ୍ରେସନ

ମେଟ୍ରୋ ଟିଭି ବ୍ୟୁରୋ,୮/୧: କୋଭିଡର ଅନିୟନ୍ତ୍ରିତ କାୟା ଯୋଗୁଁ ଦେଶ ପୁଣି ଥରେ ଟୀକାକରଣ ଅଭିଯାନକୁ ଆରମ୍ଭ କରିବାକୁ ଯାଉଛି । ଏହାକୁ ବୁଷ୍ଟର ଡୋଜ ବଦଳରେ ପ୍ରିକସନ ଡୋଜ ବୋଲି ନିଷ୍ପତ୍ତି ନିଆଯାଇଛି । ଜାନୁଆରୀ ୧୦ତାରିଖରୁ ଏହି ପ୍ରିକସନ ଡୋଜ୍ ଦେବାକୁ ନିଷ୍ପତ୍ତି ନିଆଯାଇଛି । ଏଥିରେ

ଆଜିଠୁ ୧୫ରୁ ୧୮ବର୍ଷ ପିଲାଙ୍କୁ ଦିଆଯିବ ଟୀକା

ମେଟ୍ରୋ ଟିଭି ବ୍ୟୁରୋ,୩/୧: ଦେଶରେ ୧୫ରୁ ୧୮ ବର୍ଷ କିଶୋର ,କିଶୋରୀଙ୍କୁ ଆଜିଠାରୁ କରୋନା ଟୀକା ଦିଆଯିବ । ଏଥିପ୍ଧବ ହିତାଧିକାରୀଙ୍କ ପଞ୍ଜିକରଣ ନୂଆବର୍ଷ ଶନିବାର ଠାରୁ ଆରମ୍ଭ ହୋଇଛି ।କିଶୋର ମାନଙ୍କୁ କେବଳ କୋଭାକ୍ସିନ ଟିକା ଦେବାକୁ କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକାରେ କହିଛନ୍ତି

ବର୍ଷ ଆରମ୍ଭରୁ ପିଲାଙ୍କୁ ଦିଆଯିବ କୋଭିଡ ଟୀକା

ମେଟ୍ରୋ ଟିଭି ବ୍ୟୁରୋ,୧/୧: ନୂଆବର୍ଷର ଆରମ୍ବରେ କେନ୍ଦ୍ର ସରକାର ଛୋଟ ପିଲାଙ୍କୁ କୋଭିଡ୍ ଟୀକା ଦିଆଯିବାକୁ ନେଇ ନିଷ୍ପତ୍ତି ଦେଇଛନ୍ତି । ଜାନୁଆରୀ ୩ରୁ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଦିଆଯିବ କୋଭିଡ୍ ଟିକା । ଏଥିପାଇଁ ଆଜିଠୁ କୋ-ଓ୍ଵିନ୍ ଆପ୍ରେ ପଞ୍ଜିକରଣ କରିହେବ । ଦଶମ ଶ୍ରେଣୀର